Online Bible

- Reklamy -




ମାର୍କ 15:44 - ଓଡିଆ ବାଇବେଲ

44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

44 ଯୀଶୁ ସେତେବେଳେ ମରିଯାଇଛନ୍ତି ଶୁଣି ପିଲାତ ବିସ୍ମିତ ହେଲେ। ସଂପୃକ୍ତ ସେନପତିଙ୍କୁ ଡ଼ାକି ଯୀଶୁ ବହୁ ସମୟ ହେଲା ମରିଯାଇଛନ୍ତି କି ବୋଲି ପଚାରିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?

Viz kapitola kopírovat

ପବିତ୍ର ବାଇବଲ

44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ।

Viz kapitola kopírovat




ମାର୍କ 15:44

Následuj nás:

Reklamy


Reklamy