ମାର୍କ 15:45 - ଓଡିଆ ବାଇବେଲ45 ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)45 ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋସେଫଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)45 ତାଙ୍କଠାରୁ ଏ ବିଷୟରେ ନିଶ୍ଚିତ ବିବରଣୀ ଶୁଣି ପିଲାତ ଯୀଶୁଙ୍କ ଶରୀର ନେଇ ଯିବା ପାଇଁ ଯୋସେଫଙ୍କୁ ଅନୁମତି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା'ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ। Viz kapitola |