ମାର୍କ 15:46 - ଓଡିଆ ବାଇବେଲ46 ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)46 ସେ ଖଣ୍ତିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ଵାରରେ ଖଣ୍ତିଏ ପଥର ଗଡ଼ାଇଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)46 ଯୋସେଫ ଯୀଶୁଙ୍କ ଶରୀରକୁ କ୍ରୁଶରୁ ଓହ୍ଲାଇ ଆଣିଲେ ଓ ଖଣ୍ଡିଏ ଚାଦର ଆଣି ଯୀଶୁଙ୍କ ଶରୀରକୁ ସେଥିରେ ଗୁଡ଼ାଇ ଦେଲେ ଏବଂ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ କବରରେ ନେଇ ତାହା ରଖିଲେ। ପୁଣି ଗୋଟିଏ ବଡ଼ ପଥର ଗଡ଼ାଇ କବରର ମୁହଁ ବନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ। Viz kapitolaପବିତ୍ର ବାଇବଲ46 ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ। Viz kapitola |