ମାର୍କ 15:6 - ଓଡିଆ ବାଇବେଲ6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଲୋକମାନଙ୍କ ଦାବୀ ଅନୁଯାୟୀ ପିଲାତ ଗୋଟିଏ ବନ୍ଦୀକୁ ମୁକ୍ତ କରି ଦେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ। Viz kapitolaପବିତ୍ର ବାଇବଲ6 ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି। Viz kapitola |