ମାର୍କ 15:8 - ଓଡିଆ ବାଇବେଲ8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେଣୁ ଲୋକସମୂହ ଉପରକୁ ଯାଇ ତାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)8 ଯେତେବେଳେ ସମବେତ ହୋଇଥିବା ଲୋକମାନେ ପୂର୍ବ ରୀତି ଅନୁସାରେ ଜଣକୁ ଛାଡ଼ି ଦେବା ପାଇଁ ଦାବୀ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ8 ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ। Viz kapitola |