Online Bible

- Reklamy -




ମାର୍କ 15:9 - ଓଡିଆ ବାଇବେଲ

9 ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ପିଲାତ ସେମାନଙ୍କୁ ପଚାରିଲେ, “ଇହୁଦୀମାନଙ୍କ ରାଜାଙ୍କୁ ମୁଁ ମୁକ୍ତ କରିଦିଏ ବୋଲି କଅଣ ତୁମ୍ଭେମାନେ ଚାହୁଁଛ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?

Viz kapitola kopírovat

ପବିତ୍ର ବାଇବଲ

9 ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?”

Viz kapitola kopírovat




ମାର୍କ 15:9

Následuj nás:

Reklamy


Reklamy