ମାର୍କ 16:12 - ଓଡିଆ ବାଇବେଲ12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, Viz kapitolaପବିତ୍ର ବାଇବଲ (CL) NT (BSI)12 ଏହାପରେ ଯୀଶୁଙ୍କ ଆଉ ଦୁଇଜଣ ଶିଷ୍ୟ ଗୋଟିଏ ଗ୍ରାମକୁ ଗଲାବେଳେ ବାଟରେ ଯୀଶୁ ସେମାନଙ୍କୁ ଭିନ୍ନ ପ୍ରକାରେ ଦେଖାଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, Viz kapitolaପବିତ୍ର ବାଇବଲ12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ। Viz kapitola |