ମାର୍କ 16:13 - ଓଡିଆ ବାଇବେଲ13 ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ଫେରିଆସି ଅନ୍ୟମାନଙ୍କୁ ଏକଥା କହିଲେ, କିନ୍ତୁ ସେମାନଙ୍କ କଥାକୁ କେହି ବିଶ୍ୱାସ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। Viz kapitolaପବିତ୍ର ବାଇବଲ13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ। Viz kapitola |