ମାର୍କ 16:17 - ଓଡିଆ ବାଇବେଲ17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, Viz kapitolaପବିତ୍ର ବାଇବଲ (CL) NT (BSI)17 ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, Viz kapitolaପବିତ୍ର ବାଇବଲ17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା'ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। Viz kapitola |