ମାର୍କ 16:18 - ଓଡିଆ ବାଇବେଲ18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)18 ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” Viz kapitolaପବିତ୍ର ବାଇବଲ18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।” Viz kapitola |