ମାର୍କ 16:5 - ଓଡିଆ ବାଇବେଲ5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)5 ପୁଣି କବର ଭିତରକୁ ଯାଇ ଦେଖିଲେ ଯେ ସେଠାରେ ଶୁକ୍ଲବସ୍ତ୍ର ପରିହିତ ଜଣେ ଯୁବକ କବରର ଦକ୍ଷିଣ ପାଶ୍ୱର୍ରେ ବସିଛନ୍ତି। ଏସବୁ ଦେଖି ସେମାନେ ଭୟଭୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। Viz kapitolaପବିତ୍ର ବାଇବଲ5 ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ। Viz kapitola |