ମାର୍କ 16:6 - ଓଡିଆ ବାଇବେଲ6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ଯୁବକ କହିଲେ, “ଭୟ କର ନାହିଁ। ମୁଁ ଜାଣେ, ତୁମେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କୁ ଖୋଜୁଛ। ସେ ଏଠାରେ ନାହାନ୍ତି। ସେ ପୁନର୍ଜୀବିତ ହୋଇଛନ୍ତି। ଦେଖ, ସେମାନେ ଏ ସ୍ଥାନରେ ତାଙ୍କୁ ରଖିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। Viz kapitolaପବିତ୍ର ବାଇବଲ6 କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ। Viz kapitola |