ମାର୍କ 2:23 - ଓଡିଆ ବାଇବେଲ23 ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ତାଇବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)23 ଥରେ ‘ବିଶ୍ରାମବାର’ରେ ଯୀଶୁ ଗୋଟିଏ ଶସ୍ୟକ୍ଷେତ୍ରକୁ ମଧ୍ୟ ଦେଇ ଯାଉଥିଲେ। ତାଙ୍କ ସହିତ ଶିଷ୍ୟମାନେ ସେବାଟେ ଗଲାବେଳେ ଶସ୍ୟ କେଣ୍ଡା ଛିଣ୍ଡାଇବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ23 ବିଶ୍ରାମ ଦିବସରେ ଯୀଶୁ ଶସ୍ୟ-କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ୟମାନେ ଖାଇବା ପାଇଁ ଶସ୍ୟକ୍ଷେତ୍ରରୁ ଶସ୍ୟ-କେଣ୍ଡା ଛିଣ୍ତେଇଲେ। Viz kapitola |