Online Bible

- Reklamy -




ମାର୍କ 2:3 - ଓଡିଆ ବାଇବେଲ

3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ଵାରା ବୁହାଇ ତାହାଙ୍କ ନିକଟକୁ ଘେନି-ଆସିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରୁଥିବା ବେଳେ, ଚାରିଜଣ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ବୋହି ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,

Viz kapitola kopírovat

ପବିତ୍ର ବାଇବଲ

3 ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ।

Viz kapitola kopírovat




ମାର୍କ 2:3

Následuj nás:

Reklamy


Reklamy