Online Bible

- Reklamy -




ମାର୍କ 3:20 - ଓଡିଆ ବାଇବେଲ

20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଏହା ପରେ ଯୀଶୁ ଯେତେବେଳେ ଘରକୁ ଫେରିଲେ, ସେଠାରେ ମଧ୍ୟ ଏତେ ଲୋକ ଜମା ହେଲେ ଯେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।

Viz kapitola kopírovat




ମାର୍କ 3:20

Následuj nás:

Reklamy


Reklamy