ମାର୍କ 3:27 - ଓଡିଆ ବାଇବେଲ27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ। Viz kapitolaପବିତ୍ର ବାଇବଲ (CL) NT (BSI)27 “ବଳବାନ୍ ଲୋକର ଘରେ କେହି ପ୍ରବେଶ କରି ପ୍ରଥମେ ତାକୁ ନ ବାନ୍ଧିଲେ, ତା’ର ଜିନିଷପତ୍ର ଲୁଟି ନେଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ। Viz kapitolaପବିତ୍ର ବାଇବଲ27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ। Viz kapitola |