ମାର୍କ 3:28 - ଓଡିଆ ବାଇବେଲ28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; Viz kapitolaପବିତ୍ର ବାଇବଲ (Re-edited) - (BSI)28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ; Viz kapitolaପବିତ୍ର ବାଇବଲ (CL) NT (BSI)28 “ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ସମସ୍ତ ପାପ ଓ ଈଶ୍ୱରନିନ୍ଦା ପାଇଁ ମନୁଷ୍ୟମାନଙ୍କୁ କ୍ଷମା ଦିଆଯାଇପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; Viz kapitolaପବିତ୍ର ବାଇବଲ28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। Viz kapitola |