ମାର୍କ 3:6 - ଓଡିଆ ବାଇବେଲ6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ସେହିକ୍ଷଣି ଫାରୁଶୀମାନେ ସମାଜ ଗୃହରୁ ବାହାରି ଯାଇ ଯୀଶୁଙ୍କୁ ହତ୍ୟା କରିବା ପାଇଁ ‘ହେରୋଦୀୟ’ ଦଳର ଲୋକମାନଙ୍କ ସହିତ ମନ୍ତ୍ରଣା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ6 ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ। Viz kapitola |