ମାର୍କ 4:2 - ଓଡିଆ ବାଇବେଲ2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ ! Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ ! Viz kapitolaପବିତ୍ର ବାଇବଲ (CL) NT (BSI)2 ଯୀଶୁ ଗଳ୍ପ ଛଳରେ ସେମାନଙ୍କୁ ଶିକ୍ଷା ଦେଲେ। ସେ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ! Viz kapitolaପବିତ୍ର ବାଇବଲ2 ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ, Viz kapitola |