ମାର୍କ 4:20 - ଓଡିଆ ବାଇବେଲ20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ। Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଭଲ ଜମିରେ ପଡ଼ିଥିବା ବିହନ ପରି, ସେହି ବାର୍ତ୍ତାକୁ ଆଉ କେତେକ ଶୁଣି ଗ୍ରହଣ କରନ୍ତି ଏବଂ ଜୀବନରେ କେହି ତିରିଶ ଗୁଣ, କେହି ଷାଠିଏ ଗୁଣ ଓ କେହି ଶହେ ଗୁଣ ଫଳ ଫଳନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।” Viz kapitolaପବିତ୍ର ବାଇବଲ20 “କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା'ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।” Viz kapitola |