ମାର୍କ 4:21 - ଓଡିଆ ବାଇବେଲ21 ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)21 ଯୀଶୁ ପୁଣି କହିଲେ, “କେହି କ’ଣ ଦୀପଟିଏ ଜାଳି ମାଣ ତଳେ ଢ଼ାଙ୍କି ରଖେ ବା ଖଟ ତଳେ ଥୋଇଦିଏ? ତାହା କ’ଣ ଦୀପରୁଖା ଉପରେ ରଖାଯାଏ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ? Viz kapitolaପବିତ୍ର ବାଇବଲ21 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ। Viz kapitola |