Online Bible

- Reklamy -




ମାର୍କ 4:39 - ଓଡିଆ ବାଇବେଲ

39 ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଏଥିରେ ଯୀଶୁ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍। ସେଥିରେ ପବନ ବନ୍ଦ ହେଲା ଓ ସବୁ ଧୀରସ୍ଥିର ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଯୀଶୁ ଠିଆ ହୋଇ ପବନକୁ ଧମକ ଦେଇ କହିଲେ, “ଶାନ୍ତ ହୁଅ,” ଏବଂ ଢ଼େଉକୁ କହିଲେ, “ସୁସ୍ଥିର ହୁଅ”। ହଠାତ୍ ପବନ ଥମିଗଲା ଏବଂ ସବୁ ସୁସ୍ଥିର ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।

Viz kapitola kopírovat

ପବିତ୍ର ବାଇବଲ

39 ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା'ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।

Viz kapitola kopírovat




ମାର୍କ 4:39

Následuj nás:

Reklamy


Reklamy