ମାର୍କ 5:15 - ଓଡିଆ ବାଇବେଲ15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍, ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)15 ସେମାନେ ଦେଖିଲେ ଯେ ଭୂତଗ୍ରସ୍ତ ଲୋକଟି ଲୁଗା ପିନ୍ଧି ପ୍ରକୃତିସ୍ଥ ହୋଇ ଯୀଶୁଙ୍କୁ ପାଖରେ ବସିଛି। ଏହା ଦେଖି ସେମାନେ ଆତଙ୍କିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ। Viz kapitolaପବିତ୍ର ବାଇବଲ15 ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ। Viz kapitola |