Online Bible

- Reklamy -




ମାର୍କ 5:21 - ଓଡିଆ ବାଇବେଲ

21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ହ୍ରଦର ଅପର ପାଶ୍ୱର୍କୁ ଫେରିଗଲେ। ସେହି ହ୍ରଦ କୂଳରେ ଅନେକ ଲୋକ ତାଙ୍କୁ ଘେରି ଜମା ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ

21 ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।

Viz kapitola kopírovat




ମାର୍କ 5:21

Následuj nás:

Reklamy


Reklamy