ମାର୍କ 5:22 - ଓଡିଆ ବାଇବେଲ22 ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେତେବେଳେ ସମାଜଗୃହର ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, Viz kapitolaପବିତ୍ର ବାଇବଲ (CL) NT (BSI)22 ସ୍ଥାନୀୟ ସମାଜ ଗୃହର ଯାଇରସ ନାମକ ଜଣେ ଅଧ୍ୟକ୍ଷ ସେଠାରେ ପହଞ୍ôଚଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, Viz kapitolaପବିତ୍ର ବାଇବଲ22 ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ। Viz kapitola |