ମାର୍କ 5:26 - ଓଡିଆ ବାଇବେଲ26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେ କି ଅନେକ ବୈଦ୍ୟଙ୍କ ଦ୍ଵାରା ବହୁ କ୍ଳେଶ ଭୋଗ କରି ସର୍ବସ୍ଵ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, Viz kapitolaପବିତ୍ର ବାଇବଲ (CL) NT (BSI)26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସିତ ହୋଇ ତା’ର ସମସ୍ତ ଅର୍ଥ ବ୍ୟୟ କରିଥିଲେ ସୁଦ୍ଧା, ରୋଗ ଭଲ ନ ହୋଇ ବରଂ ବଢ଼ୁଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, Viz kapitolaପବିତ୍ର ବାଇବଲ26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା'ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା'ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା'ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା। Viz kapitola |