ମାର୍କ 5:29 - ଓଡିଆ ବାଇବେଲ29 ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା । Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେହିକ୍ଷଣି ତାହାର ରକ୍ତସ୍ରାବ ଶୁଷ୍କ ହେଲା, ପୁଣି ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଦେହରେ ଅନୁଭବ କଲା। Viz kapitolaପବିତ୍ର ବାଇବଲ (CL) NT (BSI)29 ସେ ଯୀଶୁଙ୍କ ବସ୍ତ୍ରକୁ ଛୁଇଁଦେବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଏବଂ ସେ ରୋଗ ମୁକ୍ତ ହୋଇ ଯାଇଛି ବୋଲି ଅନୁଭବ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା। Viz kapitolaପବିତ୍ର ବାଇବଲ29 ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା'ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା। Viz kapitola |