ମାର୍କ 5:30 - ଓଡିଆ ବାଇବେଲ30 ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)30 ତତ୍କ୍ଷଣାତ୍ ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳ ମଧ୍ୟରେ ବୁଲିପଡ଼ି କହିଲେ, କିଏ ମୋହର ଲୁଗା ଛୁଇଁଲା? Viz kapitolaପବିତ୍ର ବାଇବଲ (CL) NT (BSI)30 ସେହିକ୍ଷଣି ଯୀଶୁ ତାଙ୍କଠାରୁ ଶକ୍ତି ନିର୍ଗତ ହୋଇଥିବା ଜାଣିପାରି ଲୋକମାନଙ୍କ ଆଡ଼କୁ ବୁଲିପଡ଼ି ପଚାରିଲେ, “କିଏ ମୋ’ ବସ୍ତ୍ର ଛୁଁଇଲା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?” Viz kapitolaପବିତ୍ର ବାଇବଲ30 ସେହି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡ଼ି ପଗ୍ଭରିଲେ, “ମୋର ବସ୍ତ୍ର କିଏ ଛୁଇଁଲା?” Viz kapitola |