ମାର୍କ 5:7 - ଓଡିଆ ବାଇବେଲ7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଉଚ୍ଚ ସ୍ଵରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି? ତୁମ୍ଭକୁ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)7 ଚିକ୍ରାର କରି କହିଲା, “ହେ ସର୍ବୋପରିସ୍ଥ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ନିକଟରେ ତୁମର କ’ଣ ପ୍ରୟୋଜନ? ଈଶ୍ୱରଙ୍କ ନାମରେ ମିନତି କରୁଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ। Viz kapitolaପବିତ୍ର ବାଇବଲ7-8 ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।” Viz kapitola |