ମାର୍କ 5:8 - ଓଡିଆ ବାଇବେଲ8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା । Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ଆରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା। Viz kapitolaପବିତ୍ର ବାଇବଲ (CL) NT (BSI)8 (ସେ ଏକଥା କହିଲା, କାରଣ ସେତେବେଳେ ତା’ଠାରେ ଥିବା ଭୂତମାନଙ୍କୁ ବାହାରି ଯିବା ପାଇଁ ଯୀଶୁ ଆଦେଶ ଦେଉଥିଲେ।) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।” Viz kapitola |