ମାର୍କ 6:11 - ଓଡିଆ ବାଇବେଲ11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)11 ଯଦି କୌଣସି ସ୍ଥାନରେ ଲୋକେ ତୁମକୁ ସ୍ୱାଗତ କରନ୍ତି ନାହିଁ ବା ତୁମ କଥା ଶୁଣନ୍ତି ନାହିଁ, ତୁମ ପାଦ ଧୂଳି ଝାଡ଼ିଦେଇ ସେହି ସ୍ଥାନ ଛାଡ଼ି ଚାଲିଯାଅ। ଏହା ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ସ୍ୱରୂପ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।” Viz kapitolaପବିତ୍ର ବାଇବଲ11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।” Viz kapitola |