ମାର୍କ 6:14 - ଓଡିଆ ବାଇବେଲ14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ।। ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)14 ଏ ସମସ୍ତ ବିଷୟ ରାଜା ହେରୋଦ ଶୁଣିଲେ, କାରଣ ଯୀଶୁଙ୍କ ସୁଖ୍ୟାତି ଚତୁର୍ଦ୍ଦିଗରେ ବ୍ୟାପି ଯାଇଥିଲା। କେତେକ କହୁଥିଲେ, “ଦୀକ୍ଷାଦାତା ଯୋହନ ପୁନର୍ଜୀବିତ ହୋଇଛନ୍ତି। ସେଥିପାଇଁ ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ସେ ଶକ୍ତି ଲାଭ କରିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। Viz kapitolaପବିତ୍ର ବାଇବଲ14 ରାଜା ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ୟାତି ଗ୍ଭରିଆଡ଼େ ବ୍ୟାପି ଯାଇଥିଲା। କେତେକ ଲୋକ କହୁଥିଲେ, “ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ଯ୍ୟକାର୍ଯ୍ୟ କରି ପାରୁଛନ୍ତି।” Viz kapitola |