ମାର୍କ 6:27 - ଓଡିଆ ବାଇବେଲ27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ । ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା, Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାଙ୍କ ମସ୍ତକ ଛେଦନ କଲା, Viz kapitolaପବିତ୍ର ବାଇବଲ (CL) NT (BSI)27 ତେଣୁ ଯୋହନଙ୍କ ମୁଣ୍ଡ କାଟି ଆଣିବା ପାଇଁ ସେ ସଙ୍ଗେ ସଙ୍ଗେ ପ୍ରହରୀକୁ ପଠାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା, Viz kapitolaପବିତ୍ର ବାଇବଲ27 ଏଣୁ ରାଜା ଯୋହନଙ୍କ ମୁଣ୍ଡ ନେଇ ଆସିବାକୁ ଆଜ୍ଞା ଦେଇ ତୁରନ୍ତ ଜଣେ ସୈନ୍ୟକୁ ପଠାଇଲେ। ସେ ଯାଇ କାରାଗାରରେ ଯୋହନଙ୍କ ମୁଣ୍ଡ କାଟିଦେଲା। Viz kapitola |