ମାର୍କ 6:43 - ଓଡିଆ ବାଇବେଲ43 ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। Viz kapitolaପବିତ୍ର ବାଇବଲ (CL) NT (BSI)43 ଏହାପରେ ଶିଷ୍ୟମାନେ ବଳି ଯାଇଥିବା ରୋଟୀ ଓ ମାଛ ଖଣ୍ଡଗୁଡ଼ିକୁ ସାଉଁଟି ବାର ଝୁଡ଼ି ପୂର୍ଣ୍ଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। Viz kapitolaପବିତ୍ର ବାଇବଲ43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ। Viz kapitola |