ମାର୍କ 7:10 - ଓଡିଆ ବାଇବେଲ10 କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ। Viz kapitolaପବିତ୍ର ବାଇବଲ (CL) NT (BSI)10 ମୋଶା ଆଜ୍ଞା ଦେଇଥିଲେ, ‘ପିତାମାତାଙ୍କୁ ସମାଦର କର’, ପୁଣି ‘ଯେ ନିଜ ପିତାମାତାଙ୍କୁ ସମାଦର କର’, ପୁଣି ‘ଯେ ନିଜ ପିତାମାତାଙ୍କୁ ଲାଞ୍ଛନା କରେ, ସେ ପ୍ରାଣଦଣ୍ଡର ଯୋଗ୍ୟ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ Viz kapitolaପବିତ୍ର ବାଇବଲ10 ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’। ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’। Viz kapitola |