ମାର୍କ 7:15 - ଓଡିଆ ବାଇବେଲ15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ। Viz kapitolaପବିତ୍ର ବାଇବଲ (CL) NT (BSI)15 ବାହାରର କୌଣସି ବିଷୟ ମନୁଷ୍ୟ ଭିତରେ ପ୍ରବେଶ କରି ତାକୁ ଅପବିତ୍ର କରିପାରେ ନାହିଁ। ବରଂ ଯେଉଁ ବିଷୟ ମନୁଷ୍ୟ ଭିତରୁ ବାହାରକୁ ଆସେ, ତାହା ହିଁ ତାକୁ ଅଶୁଚି କରିଥାଏ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ। Viz kapitolaପବିତ୍ର ବାଇବଲ15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’ Viz kapitola |