ମାର୍କ 7:17 - ଓଡିଆ ବାଇବେଲ17 ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)17 ଯୀଶୁ ଗହଳି ଭିତରୁ ଆସି ଘରେ ପ୍ରବେଶ କରିବା ପରେ, ତାଙ୍କର ଏହି ଶିକ୍ଷାକୁ ବୁଝାଇ ଦେବା ପାଇଁ ଶିଷ୍ୟମାନେ ଯୀଶୁଙ୍କୁ ଅନୁରୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ17 ତା'ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ। Viz kapitola |