ମାର୍କ 7:35 - ଓଡିଆ ବାଇବେଲ35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟରୂପେ କଥା କହିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ଵାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)35 ତତ୍କ୍ଷଣାତ୍ ଲୋକଟି ଶୁଣିବା ଶକ୍ତି ପାଇଲା, ତା’ର ମୂକ ଅବସ୍ଥା ଦୂର ହୋଇଗଲା ଏବଂ ସେ ସ୍ପଷ୍ଟଭାବେ କଥା କହିପାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ35 “ଇପ୍ପଥଃ” ଅର୍ଥାତ ‘ଖୋଲିଯାଉ। ତତ୍କ୍ଷଣାତ୍ ତା'ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା। Viz kapitola |