ମାର୍କ 7:8 - ଓଡିଆ ବାଇବେଲ8 ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଈଶ୍ଵରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ। Viz kapitolaପବିତ୍ର ବାଇବଲ (CL) NT (BSI)8 ଈଶ୍ୱରଙ୍କ ବିଧାନ ବୋଲି ଶିକ୍ଷା ଦେଉଛନ୍ତି, ଈଶ୍ୱରଙ୍କ ଆଜ୍ଞା ସବୁ ପ୍ରତ୍ୟାଖ୍ୟାନ କରି ମଣିଷର ଶିକ୍ଷାକୁ ପାଳନ କରନ୍ତି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।” Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।” Viz kapitola |