ମାର୍କ 7:9 - ଓଡିଆ ବାଇବେଲ9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ ! Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ !ଣହିତୋ. ୧:୨୫ Viz kapitolaପବିତ୍ର ବାଇବଲ (CL) NT (BSI)9 ଯୀଶୁ ପୁନର୍ବାର କହିଲେ, “ଈଶ୍ୱରଙ୍କ ବିଧାନକୁ ଉପେକ୍ଷା କରି ନିଜ ଶିକ୍ଷାକୁ ଧରି ରଖିବା ପାଇଁ ତୁମ୍ଭେମାନେ ଚତୁର ଉପାୟ ଅବଲମ୍ବନ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ! Viz kapitolaପବିତ୍ର ବାଇବଲ9 ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ। Viz kapitola |