ମାର୍କ 8:18 - ଓଡିଆ ବାଇବେଲ18 ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? Viz kapitolaପବିତ୍ର ବାଇବଲ (CL) NT (BSI)18 ଆଖି ଥାଇ କଅଣ ଦେଖି ପାରୁ ନାହଁ, କାନ ଥାଇ ଶୁଣିପାରୁ ନାହଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? Viz kapitolaପବିତ୍ର ବାଇବଲ18 ତୁମ୍ଭମାନଙ୍କର କ’ଣ ବୁଦ୍ଧି ହଜି ଯାଇଛି? ତୁମ୍ଭମାନଙ୍କର ଆଖି ଅଛି ତଥାପି ତୁମ୍ଭେମାନେ ଦେଖି ପାରୁ ନାହଁ? ତୁମ୍ଭମାନଙ୍କର କାନ ଅଛି, ତଥାପି ତୁମ୍ଭେମାନେ ଶୁଣି ପାରୁ ନାହଁ? ଆମ୍ଭ ପାଖରେ ଯେତେବେଳେ ଖାଇବାକୁ ଯଥେଷ୍ଟ ରୋଟୀ ନ ଥିଲା, ମୁଁ ସେତେବେଳେ କ’ଣ କରିଥିଲି ତୁମ୍ଭମାନଙ୍କର କ’ଣ ତାହା ମନେ ନାହିଁ? Viz kapitola |