Online Bible

- Reklamy -




ମାର୍କ 8:28 - ଓଡିଆ ବାଇବେଲ

28 ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି, ଆପଣ ଏଲିୟ। ପୁଣି ଅନ୍ୟମାନେ ମନେ କରୁଛନ୍ତି, ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।

Viz kapitola kopírovat

ପବିତ୍ର ବାଇବଲ

28 ସେମାନେ କହିଲେ, “କେତେକ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଅନ୍ୟମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତେକ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”

Viz kapitola kopírovat




ମାର୍କ 8:28

Následuj nás:

Reklamy


Reklamy