Online Bible

- Reklamy -




ମାର୍କ 8:30 - ଓଡିଆ ବାଇବେଲ

30 ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ପିତର ଉତ୍ତର ଦେଲେ, “ଆପଣ ଈଶ୍ୱରଙ୍କ ବିଷୟରେ ଏକଥା କାହାକୁ ଜଣାଅ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।

Viz kapitola kopírovat

ପବିତ୍ର ବାଇବଲ

30 ତା'ପରେ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କାହାରିକୁ କିଛି କୁହ ନାହିଁ।”

Viz kapitola kopírovat




ମାର୍କ 8:30

Následuj nás:

Reklamy


Reklamy