ମାର୍କ 8:34 - ଓଡିଆ ବାଇବେଲ34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ । Viz kapitolaପବିତ୍ର ବାଇବଲ (Re-edited) - (BSI)34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। Viz kapitolaପବିତ୍ର ବାଇବଲ (CL) NT (BSI)34 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଓ ସମବେତ ଜନତାକୁ ଆହ୍ୱାନ କରି କହିଲେ, “ଯେ କେହି ମୋ’ ସଙ୍ଗରେ ଆସିବାକୁ ଚାହେଁ, ସେ ସ୍ୱାର୍ଥତ୍ୟାଗୀ ହେଉ ଓ ନିଜର କ୍ରୁଶ ବହନ କରି ମୋ’ ପଛେ ପଛେ ଆସୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। Viz kapitolaପବିତ୍ର ବାଇବଲ34 ତା'ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ। Viz kapitola |