ମାର୍କ 9:1 - ଓଡିଆ ବାଇବେଲ1 ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ସେମାନଙ୍କୁ ଆହୁରି କହିଲେ, “ମୁଁ ତୁମ୍ଭମାନଙ୍କୁ କହି ରଖୁଛି, ପରାକ୍ରମ ସହ ଈଶ୍ୱରଙ୍କ ରାଜ୍ୟ ପ୍ରତିଷ୍ଠିତ ହେବାର ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା କେତେକ ଲୋକ ମୃତ୍ୟୁ ଭୋଗ କରିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ। Viz kapitolaପବିତ୍ର ବାଇବଲ1 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା'ର କ୍ଷମତା ନେଇ ଆସିବ।” Viz kapitola |