Online Bible

- Reklamy -




ମାର୍କ 9:12 - ଓଡିଆ ବାଇବେଲ

12 ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଯୀଶୁ ଉତ୍ତର ଦେଲେ, “ବାସ୍ତବିକ୍ ସମସ୍ତ ବିଷୟ ପ୍ରସ୍ତୁତ କରିବା ପାଇଁ ଏଲିୟ ପ୍ରଥମେ ଆସିବା କଥା। ତଥାପି ମନୁଷ୍ୟପୁତ୍ର ଅନେକ ଦୁଃଖ ଭୋଗ କରି ଉପେକ୍ଷିତ ହେବେ ବୋଲି ଶାସ୍ତ୍ରରେ କାହିଁକି ଉଲ୍ଲେଖ ଅଛି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?

Viz kapitola kopírovat

ପବିତ୍ର ବାଇବଲ

12 ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ।

Viz kapitola kopírovat




ମାର୍କ 9:12

Následuj nás:

Reklamy


Reklamy