Online Bible

- Reklamy -




ମାର୍କ 9:16 - ଓଡିଆ ବାଇବେଲ

16 ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ସେମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତି କରୁଥିଲ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

Viz kapitola kopírovat

ପବିତ୍ର ବାଇବଲ

16 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?”

Viz kapitola kopírovat




ମାର୍କ 9:16

Následuj nás:

Reklamy


Reklamy