ମାର୍କ 9:23 - ଓଡିଆ ବାଇବେଲ23 ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି ! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ। Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ। Viz kapitolaପବିତ୍ର ବାଇବଲ23 ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।” Viz kapitola |