ମାର୍କ 9:39 - ଓଡିଆ ବାଇବେଲ39 କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)39 କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ଶକ୍ତିରେ କାର୍ଯ୍ୟ କରି ହଠାତ୍ ମୋହର କୁତ୍ସା କରି ପାରିବ, ଏପରି ଲୋକ କେହି ନାହିଁ Viz kapitolaପବିତ୍ର ବାଇବଲ (CL) NT (BSI)39 ଯୀଶୁ କହିଲେ, “ଏ କାର୍ଯ୍ୟରେ ତାକୁ ବାଧା ଦିଅ ନାହିଁ। ଯେ ମୋ’ ନାମ ନେଇ ଅଲୌକିକ କାର୍ଯ୍ୟ କରିଥାଏ, ସେ ସଙ୍ଗେ ସଙ୍ଗେ ମୋ’ ବିରୁଦ୍ଧରେ କିଛି କହି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; Viz kapitolaପବିତ୍ର ବାଇବଲ39 କିନ୍ତୁ ଯୀଶୁ କହିଲେ, “ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମୋ’ ନାମ ନେଇ ଶକ୍ତିର କାର୍ଯ୍ୟ କରିପାରେ, ସେ ମୋ’ ନାମରେ ଆଉ ଖରାପ କଥା କହି ପାରିବ ନାହିଁ।” Viz kapitola |