ମାର୍କ 9:45 - ଓଡିଆ ବାଇବେଲ45 ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । Viz kapitolaପବିତ୍ର ବାଇବଲ (Re-edited) - (BSI)45 ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaପବିତ୍ର ବାଇବଲ (CL) NT (BSI)45 ଯଦି ତୁମର ଗୋଟିଏ ଗୋଡ଼ ଲାଗି ବିଶ୍ୱାସ ହରାଉଥାଅ, ସେହି ଗୋଡ଼କୁ କାଟି ଦିଅ। ଦୁଇଟି ଗୋଡ଼ ଥାଇ ନରକରେ ନିକ୍ଷିପ୍ତ ହେବାଠାରୁ, ଗୋଟିଏ ଗୋଡ଼ ନ ଥାଇ ଅନନ୍ତ ଜୀବନ ଲାଭ କରିବା ଶ୍ରେୟସ୍କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaପବିତ୍ର ବାଇବଲ45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। Viz kapitola |